ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତରପ୍ରଦେଶ ବାଘପତ ଜିଲ୍ଲାର ଯମୁନା ନଦୀରେ ଡଙ୍ଗା ବୁଡି ୨୨ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚô ୧୨ ଜଣଙ୍କୁ ଉଦ୍ଧାର କରିଛନ୍ତି। ପୋଲିସ ଓ ଏନଡିଆରଏଫ୍‍ ଟିମ୍‍ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଗୁରୁବାର ସକାଳେ ଡଙ୍ଗାଟି ୬୦ ଜଣ ଯାତ୍ରୀଙ୍କୁ ନେଇ ହରିଆଣା ଯାଉଥିବା ବେଳେ ଡଙ୍ଗାଟି ଭାରସାମ୍ୟ ହରାଇ ବୁଡି ଯାଇଥିଲା।
ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି।

Tags: Utter Pradesh, NDRF, Jogi Adityanath, Odisha News,Breaking News, Odisha Breaking News, Odisha Stories, Top Stories, Latest News, Bhubaneswar News, Odisha Top Stories

LEAVE A REPLY

Please enter your comment!
Please enter your name here