ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୁଣି ଦିଲ୍ଲୀ ଡାକରା

କଂଗ୍ରେସର ୩ ବରିଷ୍ଠ ନେତା ଦିଲ୍ଲୀ ଯାଇଛନ୍ତି। ଚିରଞ୍ଜିବୀ ବିଶ୍ୱାଳ, ପ୍ରଦୀପ ମାଝୀ ଓ ନବ ଦାସ ଦିଲ୍ଲୀ ଯାଇଛନ୍ତି। ନୁଆ କରି ଦାୟିତ୍ୱ ନେଇଥିବା ଓଡ଼ିଶା ପ୍ରଭାରୀ ଜିତେନ୍ଦ୍ର ସିଂହ ସହ ଏହି ତିନି ନେତାଙ୍କ ବୈଠକ ହେବ ବୋଲି ଜଣାପଡ଼ିଛି। ଆସନ୍ତା ୧୯ରେ ଏହି ୩ ନେତା ରାହୁଲ ଗାନ୍ଧୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

Comment