ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲାଗୁ ହେବ। ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀରୁ ପ୍ଲାଷ୍ଟିକ ଉପରେ କଟକଣା ଲାଗୁ କରାଯିବ।

ପ୍ଲାଷ୍ଟିକ୍ ଉପରେ କଟକଣା। ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀରୁ ପ୍ଲାଷ୍ଟିକ ଉପରେ କଟକଣା ଲାଗୁ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ଆସନ୍ତା ୨ ବର୍ଷରେ ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ପ୍ଲାଷ୍ଟିକ୍ ବ୍ୟାନ୍ ହେବ। ପ୍ଲାଷ୍ଟିକ୍ ଯୋଗୁଁ ପରିବେଶ ପ୍ରଦୂଷଣ ବଢ଼ୁଛି। ତେଣୁ ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ନିକଟରେ ମହାରାଷ୍ଟ୍ର ଓ ଉତ୍ତର ପ୍ରଦେଶ ସରକାର ପ୍ଲାଷ୍ଟିକ୍ ଉପରେ କଟକଣା ଲଗାଇଛନ୍ତି।

Comment