ଓଡ଼ିଶାଲାଇଭ୍‌ ବ୍ୟୁରୋ

ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ଫଳ। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୧୮ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‍ ହାର ୪୪.୧୫ପ୍ରତିଶତ ହୋଇଛି।

ଚଳିତବର୍ଷ ୨୫ହଜାର ୧୯୮ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ଦେଇଥିବାବେଳେ ସେଥିରୁ ପାସ୍ କରିଛନ୍ତି ୧୦ ହଜାର ୩୩ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

ଛାତ୍ରଛାତ୍ରୀମାନେ ବୋର୍ଡର ୱେବସାଇଟ www.bseodisha.ac.in/, www.bseodisha.nic.in  ସେମାନଙ୍କ ପରୀକ୍ଷା ଫଳ ଆଜି ଦିନ ୪ଟାପରେ ଦେଖିପାରିବେ।

Comment