ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ। ଆସନ୍ତା ୧୯ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ବୋଲି ପୁର୍ବାନୁମାନ କରିଛି ପାଣିପାଗ ବିଭାଗ।

ଏହାର ପ୍ରଭାବରେ୧୯ ତାରିଖଠାରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ। ୨୦ ତାରିଖ ସୁଦ୍ଧା ସାରା ରାଜ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାପୂର୍ବରୁ ଶୁକ୍ରବାର ଓ ଶନିବାର ସାରା ରାଜ୍ୟରେ ମଧ୍ୟମ ଧରଣ ବର୍ଷା ହେବ ପୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comment