ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଦୁର୍ବଳ ହେବା ଫଳରେ ୧୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଦୁର୍ବଳ। ଏହାର ପ୍ରଭାବରେ ରାଜ୍ୟରେ ୧୮ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାୟଗଡ଼ା, କେନ୍ଦ୍ରାପଡ଼ା, ନବରଙ୍ଗପୁର, ଜଗତସିଂହପୁର, କଳାହାଣ୍ଡି, ଗଜପତି, ଖୋର୍ଦ୍ଧା, କୋରାପୁଟ, କନ୍ଧମାଳ, କଟକ, କନ୍ଦେୁଝର, ମୟୁରଭଞ୍ଜ, ବୌଦ ଓ ପୁରୀ ଆଦି ଜିଲ୍ଲା ଗୁଡିକରେ ବର୍ଷା ସମ୍ଭାବନା ରହିଛି।














