ଓଡ଼ିଶାଲାଇଭ୍‌ ବ୍ୟୁରୋ

ମୟୂରଭଞ୍ଜ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ।

ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ବ୍ଲକର ଶିକ୍ଷା ଅଧିକାରୀଙ୍କ କାର୍ଯାଳୟରେ କାର୍ଯ୍ୟରତ ଆକାଉଣ୍ଟାଣ୍ଟ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀଙ୍କ ଦ୍ଵାରା ଗିରଫ ହୋଇଛି।

ଗିରଫ କର୍ମଚାରୀ ହେଲେ ମନୋରଞ୍ଜନ ମହାପାତ୍ର। ସେ ଶିକ୍ଷକମାନଙ୍କ ବର୍ଦ୍ଧିତ ଦରମା ଇନକ୍ରିମେଣ୍ଟ କରାଇବା ପାଇଁ ବିଶାନ ମୁର୍ମୁ ନାମକ ଜଣେ ଶିକ୍ଷକଙ୍କଠାରୁ ୧୫ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ବାରିପଦା ଭିଜିଲାନ୍ସ ଟିମ୍‌ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି।

Comment