ଓଡ଼ିଶାଲାଇଭ୍‌ ବ୍ୟୁରୋ

ନବରତ୍ନ କମ୍ପାନି ନାଲ୍‌କୋ ଏବଂ କମିଶନରେଟ ପୋଲିସର ମିଳିତ ସହଯୋଗରେ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି। ଭୁବନେଶ୍ୱରସ୍ଥିତ ନାଲ୍‌କୋ ନଗରରେ ଶୁକ୍ରବାର ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା।

ଏହି ମେଗା ରକ୍ତଦାନ ଶିବିରକୁ ନାଲ୍‌କୋ ସିଏମ୍‌ଡି ଡକ୍ଟର ତପନ କୁମାର ଚାନ୍ଦ ଉଦଘାଟନ କରିଥିଲେ। ଭୁବନେଶ୍ୱର ଡିସିପି ଅନୁପ କୁମାର ସାହୁଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Comment