ଓଡ଼ିଶାଲାଇଭ୍‌ ବ୍ୟୁରୋ

ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ପୋଲିସ ପଡ଼ିଅ। ପରିସରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।

ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ଅ।ୟୋଜିତ ଏହି ପବିତ୍ର ଦିବସରେ ରାଜ୍ୟ ଯୋଜନ। ସଂଯୋଜନ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ଉଷାଦେବୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ।

ମନ୍ତ୍ରୀ ଉଷାଦେବୀ ଏହି ଅବସରରେ ଅ।ମ ରାଜ୍ୟ ତଥା ଦେଶର ବିକାଶ ପାଇଁ ସମସ୍ତ ଜନସାଧାରଣଙ୍କର ସହଯୋଗର ଅ।ବଶ୍ୟକତା ରହିଛି ବୋଲି ମତବ୍ୟକ୍ତ କରିଥିଲେ। ଶେଷରେ ଜିଲ୍ଲାର ବିଭିନ୍ନ ବିଭାଗର କୃତୀ ପ୍ରତିଯୋଗୀ ଏବଂ ସଫଳ ପ୍ରତିଯୋଗୀମାନଙ୍କୁ ପୁରଷ୍କୃତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବିନିତ ଭରଦ୍ଵାଜ ଏବଂ ଏସ୍‌ ପି ଅବିନାଶ କୁମାର ପ୍ରମୁଖ ଯୋଗଦେଇଥିଲେ।

LEAVE A REPLY

Please enter your comment!
Please enter your name here