ଓଡ଼ିଶାଲାଇଭ୍‌ ବ୍ୟୁରୋ

କଟକଜିଲ୍ଲା ତଳବାଲିଯାତ୍ରା ପଡ଼ିଆରେ ବିଜୁ ଯୁବ ସମାବେଶରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

କଟକ ଜିଲ୍ଲା ଲାଗି ପାଖାପାଖି ୫୨୯କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପୁଲୱାମା ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ଯବାନଙ୍କ ଲାଗି ମଞ୍ଚରେ ନୀରବ ପ୍ରାର୍ଥନା କରିଛନ୍ତି ନବୀନ। ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି।

୨୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହିତ ୩୫ଟି ପ୍ରକଳ୍ପର ଉଦ୍‌ଘାଟନ୍‌ବି କରିଛନ୍ତି ନବୀନ ପଟ୍ଟନାୟକ।

Comment