ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। କଣାସରେ ୨ଶହ ୫୧ କୋଟିର ୧୨ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ଏହାସହ ସତ୍ୟବାଦୀ ତହସିଲ କାର୍ଯ୍ୟଳୟର ଶୁଭ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ।

ସେହିନରି ବ୍ରହ୍ମଗିରିରେ ୨ଶହ ୭୧ କୋଟି ଟଙ୍କାର ୨୩ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିବେ। ବ୍ରହ୍ମଗିରିରେ ୪ଟି ପ୍ରକଳ୍ପର ଉଦ୍‌ଘାଟନ ମଧ୍ୟ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Comment