ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଶେଷ ହୋଇଛି ପ୍ରାର୍ଥିପତ୍ର ଦାଖଲ। ମାର୍ଚ୍ଚ ୧୯ରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମୋଟ ୩୪୭ ଜଣ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନରେ ମତଦାନ ହେବ।

୫ ଲୋକସଭା ଆସନ ପାଇଁ ୪୫ ଏବଂ ୩୫ ବିଧାନସଭା ଆସନ ପାଇଁ ୩୦୨ ଜଣ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଏବଂ ଆସ୍କା ଲୋକସଭା ଏବଂ ତତସଂଲଗ୍ନ ବିଧାନସଭା ଆସନ ପାଇଁ ଭୋଟ ହେବ।

LEAVE A REPLY

Please enter your comment!
Please enter your name here