ଓଡ଼ିଶାଲାଇଭ୍‌ ପଲିଟିକାଲ୍‌ ବ୍ୟୁରୋ

ହିଞ୍ଜିଳି ପ୍ରାର୍ଥୀ ପିତାମ୍ବର ଆଚାର୍ଯ୍ୟଙ୍କ ନାଁରେ ଆସିକା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଓ ବରିଷ୍ଠ ଅଧିକାରୀଙ୍କୁ ଧମକାଇଥିବା ଅଭିଯୋଗରେ ମାମଲା ରୁଜୁ କରାଯାଇଛି। ଏ ନେଇ ଆସିକା ଥାନା ଅଧିକାରୀ ସୂଚନା ଦେଇଛନ୍ତି।

ଡ୍ୟୁଟିରେ ଥିବା ପୋଲିସ ଅଧିକାରୀଙ୍କ ସହ ଯୁକ୍ତିତର୍କ କରିବା ସହ ଅନେକ ପ୍ରଶ୍ନ କରୁଥିବାର ଭିଡ଼ଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ନିର୍ବାଚୟ ଫ୍ଲାଇଂ ସ୍ୱାଡକୁ ଧମକାଇଥିବା ଅଭିଯୋଗ ମଧ୍ୟ କରାଯାଇଛି।

LEAVE A REPLY

Please enter your comment!
Please enter your name here