ଓଡ଼ିଶାଲାଇଭ୍‌ ବ୍ୟୁରୋ

ପ୍ରତି ବର୍ଷ ଏପ୍ରିଲ ୧ରେ ପାଳିତ ହୁଏ ଉତ୍କଳ ଦିବସ। ଏହି ଦିନ ଭାଷା ଭିତ୍ତିରେ ଓଡ଼ିଶା ଏକ ସ୍ଵତନ୍ତ୍ର ରାଜ୍ୟ ଭାବରେ ମାନ୍ୟତା ପାଇଥିଲା। ଏହାକୁ ମନେ ରଖିବା ପାଇଁ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳିତ ହୋଇଥାଏ। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

Comment