ଓଡ଼ିଶାଲାଇଭ୍‌ ବ୍ୟୁରୋ

କାକଟପୁର ପୂର୍ବତନ ବିଧାୟକ ରବି ମଲ୍ଲିକ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଛନ୍ତି।

ସେ ନିଜର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି। ବିଜେଡି ଛାଡ଼ିବା ସହ ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ପଦରୁ ବି ଇସ୍ତଫା ଦେଇଛନ୍ତି ରବି ମଲ୍ଲିକ।

ତାଙ୍କ ପ୍ରତି ଅବିଚାର ହୋଇଥିବା ଅଭିଯୋଗ କରି ସେ ଦଳରୁ ଇସ୍ତଫା ଦେଇଛନ୍ତି।

Comment