ଓଡ଼ିଶାଲାଇଭ୍‌ ବ୍ୟୁରୋ

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦୁଝର ଟାଉନ୍‌ ପ୍ଲାନିଂ କାର୍ଯ୍ୟାଳୟର ଅମିନ ଅନ୍ତର୍ଯ୍ୟାମୀ ଦାସ। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି।

କେନ୍ଦୁଝର ଜିଲ୍ଲାରେ ଜଣେ ବ୍ୟକ୍ତିଙ୍କ ଘର ତିଆରି କରିବାକୁ ଅନୁମତି ଦେବା ପାଇଁ ଅମିନ ଅନ୍ତର୍ଯ୍ୟାମୀ ଦାସ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଶୁକ୍ରବାର ଲାଞ୍ଚ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାତରେ ସେ ଧରାପଡ଼ିଛନ୍ତି।

Comment