ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି। ଆଜିର ଦିନଟିକୁ ଓଡ଼ିଆ ନୂତନ ବର୍ଷଭାବେ ମଧ୍ୟ ପାଳନ କରାଯାଏ। ପ୍ରବିତ୍ର ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ରାଷ୍ଟପତି ରାମନାଥ କୋବିନ୍ଦ ଶୁଭେଚ୍ଛା ଜଣାଇଛନ୍ତି।

“ପବିତ୍ର ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଅବସରରେ ସମସ୍ତ ଓଡ଼ିଶାବାସୀ ତଥା ବିଶ୍ୱର କୋଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ଏହି ବର୍ଷଟି ସମସ୍ତଙ୍କ ପାଇଁ ସୁଖଶାନ୍ତି ଓ ସମୃଦ୍ଧିର ବର୍ଷ ହେଉ” ରାଷ୍ଟ୍ରପତି ରାମନାଥ କୋବିନ୍ଦ।

Comment