ଓଡ଼ିଶାଲାଇଭ୍ ବ୍ୟୁରୋ

ସନ୍ଧ୍ୟା ୭ଟା ସୁଦ୍ଧା ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶଖେୀ ହେବାର ପୂର୍ବନୁମାନ କରିଛି ଭୁବନେଶ୍ୱର ପାଣିପାଗ ବିଭାଗା ସନ୍ଧ୍ୟା ୬ଟା ୩୦ରୁ ୭ଟା ମଧ୍ୟରେ ୧୪ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା

ଏଥିପାଇଁ ୧୪ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛିା

ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, କୋରାପୁଟ, କେନ୍ଦୁଝର, ନୂଆପଡ଼ା, ବୌଦ୍ଧ, କନ୍ଧମାଳ, ଜଗତସିଂହପୁର, ନୟାଗଡ଼, ଗଜପତି, ଗଞ୍ଜାମ, ଯାଜପୁର,  କଳାହାଣ୍ଡି ଓ ନବରଙ୍ଗପୁର, ସୁନ୍ଦରଗଡ଼ ରହିଛି।

ବର୍ଷା ସମୟରେ ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛିା।

Comment