ଓଡ଼ିଶାଲାଇଭ ପଲିଟିକାଲ୍ ବ୍ୟୁରୋ

ସାରା ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଜାରି ରହିଛି। ତେବେ ଦିନ ୯ଟା ସୁଦ୍ଧା ରାଜ୍ୟରେ ୬ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ମଙ୍ଗଳବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି। ଅନେକ ସ୍ଥାନରେ ଇଭିଏମ୍‌ ଅଚଳ ଯୋଗୁଁ ମତଦାନରେ ବାଧାପ୍ରାପ୍ତ ହୋଇଥିବା ସୂଚନା ଆସୁଛି। ସେହିପରି କେତେକ ସ୍ଥାନରେ ଇଭିଏମ୍‌ ଅଚଳକୁ ନେଇ ଉତ୍ତେଜନା ସୃଷ୍ଟି ହେବା ସହ ଅନ୍ୟ କେତେକ ସ୍ଥାନରେ ଲୋକେ ଭୋଟ ନଦେଇ ଫେରିଯିବାର ଖବର ଆସୁଛି।

LEAVE A REPLY

Please enter your comment!
Please enter your name here