ଓଡ଼ିଶାଲାଇଭ୍‌ ପଲିଟିକାଲ ବ୍ୟୁରୋ

ଆଜି ଓଡ଼ିଶାରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ। ଓଡ଼ିଶାରେ ଆଜି ୬ଟି ଲୋକସଭା ସହ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ଆଜି ରାଜ୍ୟର ବହୁ ନେତା ମନ୍ତ୍ରୀ ଭୋଟ୍‌ ଦେଉଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପାଣ୍ଡିଆନ୍‌ ମଧ୍ୟ ଭୋଟ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍ ଓ ତାଙ୍କ ପତ୍ନୀ ଆଇଏଏସ୍ ଅଫିସର ସୁଜାତା ରାଉତ କାର୍ତ୍ତିକେୟନ ଭୋଟ୍‌ ଦେଇଛନ୍ତି।

Comment