ଓଡ଼ିଶାଲାଇଭ୍‌ ପଲିଟିକାଲ ବ୍ୟୁରୋ

ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। ତେବେ ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୧ ପ୍ରତିଶତ ଭୋଟଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି।

ଆଜି ରାଜ୍ୟରେ ମୋଟ ୬ଟି ଲୋକସଭା ଏବଂ ୪୨ ବିଧାନସଭା ଆସନରେ ଚାଲିଛି ଭୋଟଦାନ। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ମତଦାନ ଚାଲିବ।

 

Comment