ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି କାଳବୈଶାଖୀ ହେବାର ସମ୍ଭାବନ ରହିଛିା ସନ୍ଧ୍ୟା ୫ଟାରୁ ୮ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ଏନେଇ ସୂଚନା ଦେଇଛିା

କାଳବୈଶାଖୀ ନେଇ ପାଣିପାଗ ବିଭାଗ ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛନ୍ତି ଏହି ଜିଲ୍ଲାଗୁଡ଼ିକ ଭିତରେ ରହିଛି ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ତେଣୁ ଏହି ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପାଣିପାଗ ବିଭାଗର ନିର୍ଦ୍ଦେଶ ଦେଇଛନ୍ତିା

ଏହି ସ୍ଥାନଗୁଡ଼ିକରେ ବର୍ଷା ସହ ବଜ୍ରପାତର ସମ୍ଭାବନ ରହିଛିା

Comment