ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି ରହିଛି। ୬ଟି ଲୋକସଭା ଓ ୪୧ଟି ବିଧାନସଭା ଆସନରେ ଭୋଟ ଗ୍ରହଣ ହେଉଛି।  ସନ୍ଧ୍ୟା ୫ଟା ୩୦ ସୁଦ୍ଧା ରାଜ୍ୟରେ ୬୬ ପ୍ରତିଶତ ମତଦାନ ହୋଇଛି।

କେନ୍ଦ୍ରାପଡ଼ାରେ ୬୫, ଜଗତସିଂହପୁରରେ ୬୪, ମୟୂରଭଞ୍ଜରେ ୬୬, ଯାଜପୁରରେ ୬୫, ଭଦ୍ରକରେ ୬୮, ବାଲେଶ୍ୱରରେ ୬୪ ପ୍ରତିଶତ ମତଦାନ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି।

Comment