ଓଡ଼ିଶାଲାଇଭ୍‌ ବ୍ୟୁରୋ

ଚଳିତ ବର୍ଷ ଜୁନ ୧୫ ପରେ ଓଡ଼ିଶା ଛୁଇଁବ ମୌସୁମୀ। ଏନେଇ ଭାରତୀୟ ପାଣପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖିଲେ ଚଳିତ ରଜ ବଜାରରେ ପାଗ ଶୁଖିଲା ରହିବ।

ଆଇଏମ୍‌ଡି ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦକ୍ଷୀଣ ପଶ୍ଚିମ ମୌସୁମୀ ଆସନ୍ତା ଜୁନ୍‌ ୬ ତାରିଖ ସୁଦ୍ଧା କେରଳ ଉପକୂଳ ଛୁଇଁବ। ଏହି ହିସାବରେ କେରଳରେ ମୌସୁମୀ ଛୁଇଁବାର ୧୦ରୁ ୧୨ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ।

“ଚଳିତ ବର୍ଷ ମୌସୁମୀ ମନ୍ଥର ଗିତରେ ଆଗକୁ ବଢ଼ୁଛି” ଆଇଏମ୍‌ଡି କହିଛି।

 

ଡିଜିଟାଲ ମିଡିଆରେ ଓଡ଼ିଶାର ପ୍ରଳୟଙ୍କରୀ ବାତ୍ୟା ସମ୍ପର୍କରେ ନିୟମିତ ରିପୋର୍ଟ  ଓ ଭିଡିଓର ପ୍ରସ୍ତୁତି ତଥା ପ୍ରସାରଣ ପାଇଁ ଓଡ଼ିଶାଲାଇଭର ଜନକଲ୍ୟାଣ ସାମ୍ବାଦିକତା ଅଭିଯାନରେ ସାମିଲ ହୁଅନ୍ତୁ। ସହଯୋଗ ଦେବାପାଇଁ https://pages.razorpay.com/cyclonefani କ୍ଲିକ୍ କରନ୍ତୁ।

Comment