ଓଡ଼ିଶାଲାଇଭ ପଲିଟିକାଲ୍ ବ୍ୟୁରୋ

ପ୍ରଦର୍ଶନୀ ପଡ଼ିଆରେ ପହଞ୍ଚିଛନ୍ତି ନବୀନ ପଟ୍ଟନାୟକ। ଆଜି ପଞ୍ଚମଥର ଲାଗି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।

ନବୀନଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ନବୀନଙ୍କ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ତଥା ରାଜ୍ୟ ବାହାରେ ଅନେକ ନିମନ୍ତ୍ରିତ ଅତିଥି ସାମିଲ ହୋଇଛନ୍ତି।

ନବୀନଙ୍କ ଭଉଣୀ ଗୀତି ମେହେଟ୍ଟା ଓ ଭାଇ ପ୍ରେମ ପଟ୍ଟନାୟକ ଉପସ୍ଥିତ ଅଛନ୍ତି।

Comment