ଓଡ଼ିଶାଲାଇଭ୍‌ ବ୍ୟୁରୋ

କାଳବୈଶାଖି ବର୍ଷା, ଝଡ଼ତୋଫାନ, ବଜ୍ରପାତ ନେଇ ରାଜ୍ୟର ୩ଟି ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି। ଆଜି ରାତି ୮ଟା ଯାଏଁ ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି।

ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର ଜିଲ୍ଲାକୁ ପାଣିପାଗ କେନ୍ଦ୍ର ସତର୍କ କରାଇଦେଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।

Comment