ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ୪ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛିା ଝଡ଼ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛିା ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛିା

ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି। ଏହି ସବୁ ଜିଲ୍ଲାରେ ବର୍ଷା ହେବା ସହ ଘଡ଼ଘଡ଼ି ଏବଂ ବଜ୍ରପାତ ହେବାର ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତି ଆଞ୍ଚଳିକ ପାଣିପାଗ ବିଭାଗ।

ଅନ୍ୟପଟେ ଆଗାମୀ ଦିନରେ ତାତି କମିବ ଓ ବର୍ଷା ବଢ଼ିବ ବୋଲି ସୂଚନା ମିଳିଛିା

Comment