ଓଡ଼ିଶାଲାଇଭ୍ ବ୍ୟୁରୋ

ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ। ବୁଧବାର ଓଡ଼ିଶା ଯୁଗ୍ମ ପ୍ରବେଶିକା ଅନଲାଇନ ଓ ଅଫଲାଇନ ପରୀକ୍ଷା ଫଳ ପ୍ରକାଶ ପାଇବ।

ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ଓଜେଇଇ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି।

ଓଜେଇଇ ଅଫଲାଇନରେ ୨୫,୭୩୧ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିବା ବେଳେ ଅନଲାଇନରେ ୧୩,୯୧୮ ଜଣ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିଲେ।

Comment