ଓଡ଼ିଶାଲାଇଭ ବ୍ୟୁରୋ

ଜୁଲାଇ ୧ରୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଅଭିଯୋଗ ପ୍ରକୋଷ୍ଠକୁ ବନ୍ଦ ରଖାଯାଇଥିଲା।

ଏବେ ଖରା କମି ଥିବାରୁ ଜୁଲାଇ ପହିଲାରୁ ଅଭିଯୋଗ ପ୍ରକୋଷ୍ଠ କାର୍ଯ୍ୟକାରୀ ହେବ।  ଫଳରେ ପୂର୍ବଭଳି ଜନ ସାଧାରଣ ଅଭିଯୋଗ ପ୍ରକୋଷ୍ଠକୁ ଆସି ଅଭିଯୋଗ ସଂପର୍କରେ ଜଣାଇ ପାରିବେ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସମତେ ମୁଖ୍ୟ ସଚିବ, ବିଭିନ୍ନ ବିଭାଗର ସଚିବ, ଜିଲ୍ଲାସ୍ତରୀୟ ଅଭିଯୋଗ ପ୍ରକୋଷ୍ଠ ମଧ୍ୟ ଖୋଲିବ।

 

Comment