ଓଡ଼ିଶାଲାଇଭ ବ୍ୟୁରୋ

ଆସନ୍ତାକାଲି ହେବ ବିଧାନସଭା ଉପବାଚସ୍ପତି ନିର୍ବାଚନ। ଏନେଇ ଆଜି ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନରେ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର।

ତେବେ ଉପବାଚସ୍ପତ ପଦ ପାଇଁ ବିଜେଡି ରଜନୀକାନ୍ତ ସିଂହଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଆସନ୍ତାକାଲି ଉପବଚାସ୍ପତି ନିର୍ବାଚନ ପରେ ୨୮ ତାରିଖରେ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ।

Comment