ଓଡ଼ିଶାଲାଇଭ୍ ବ୍ୟୁରୋ

ବିଧାନସଭା ଅଧିବେଶନର ଆଜି ଚତୁର୍ଥ ଦିନ। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ଉପସ୍ଥାପନ ହେବ ପୂର୍ଣ୍ଣାଙ୍ଗ ବଜେଟ୍। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍ ଉପସ୍ଥାପନ କରିବେ।

ଅର୍ଥମନ୍ତ୍ରୀ କାହାକୁ ପ୍ରଥମିକତା ଦେବେ ତା’ ଉପରେ ସମସ୍ତଙ୍କ ନଜର ରହିଛି। ଫନି ମୁକାବିଲା ଏବଂ କାଳିଆ, ମିଶନ ଶକ୍ତି ପାଇଁ ଅଧିକ ବ୍ୟୟବରାଦ କରାଯିବାର ସମ୍ଭାବନା ରହିଛି।

Comment