ଓଡ଼ିଶାଲାଇଭ ବ୍ୟୁରୋ

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଓଡ଼ିଆ ଭାଷାରେ ଟୁଇଟ୍‌ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏଥିସହ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆସୁ, ଏହାହିଁ ମୋର କାମନା ବୋଲି ଟୁଇଟରେ ଲେଖିଛନ୍ତି ରାଷ୍ଟ୍ରପତି।

ସେହିପରି ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦେଶବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି।

Comment