ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୪ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗ କହିବାନୁସାରେ ବର୍ତ୍ତମାନ ପର୍ଯ୍ୟନ୍ତ ସ୍ୱାଭାବିକ ବର୍ଷାଠାରୁ ୨୯ ପ୍ରତିଶତ କମ୍ ବର୍ଷା ହେବ।  ଅଗଷ୍ଟ ଶେଷ ସୁଦ୍ଧା କମ୍ ବର୍ଷା ରାଜ୍ୟରେ ହେବାର ସମ୍ଭାବନା ରହିଛି।

୨୫ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବା ସହ ଗୋଟିଏ ଦୁଇଟି ସ୍ଥାନରେ ପବଳ ବର୍ଷାର ସମ୍ଭାବନା ରହିଛି।

Comment