ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ଅପରାହ୍‌ଣରେ ରାଜ୍ୟର ୫ଟି ଜିଲ୍ଲାରେ ଝଡ଼ତୋଫାନ ହେବାର ଆଶଙ୍କା କରାଯାଉଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଅପ୍‌ରାହଣ ୪.୪୫ ଯାଏଁ ବାଲେଶ୍ୱର, ବଲାଙ୍ଗିର, ମୟୁରଭଞ୍ଜ ଏବଂ ନୂଆପଡ଼ା ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସ୍ଥାନଗୁଡ଼ିକରେ ହାଲ୍‌କାରୁ ମଧ୍ୟମ ବର୍ଷା ଡେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଆସନ୍ତା ୨୫ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Comment