ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ କେତେକ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଉଛି କୋରାପୁଟ, ଖୋର୍ଦ୍ଧା, ମାଲକାନଗିରି, ଗଜପତି, ରାୟଗଡ଼ା, କଳାହାଣ୍ଡି, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଢେଙ୍କାନାଳ।

ଏହି ୧୩ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତର ମଧ୍ୟ ସମ୍ଭାବନା ରହିଛି।

Comment