ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍‌ଣ ୫ଟା ୪୫ରେ ବୈଠକ ଅନୁଷ୍ଟିତ ହେବ।

ଏହି ବୈଠକରେ ମୋଟ୍‌ ୮ଟି ପ୍ରସ୍ତାବ ଉପରେ ମୋହର ଲାଗିବାର ସମ୍ଭାବନା ରହିଛି।

ରାଜ୍ୟ ଯୋଜନା ବୋର୍ଡର ଢାଞ୍ଚା ପରିବର୍ତ୍ତନ ନେଇ ଆଜିର ବୈଠକରେ ନିଷ୍ପତ୍ତି ନିଆଯାଇପାରେ। ଏହାସହ ଆଉ କେତେକ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନିଆଯାଇପାରେ।

Comment