ଓଡ଼ିଶାଲାଇଭ୍ ବ୍ୟୁରୋ

ହୀରାକୁଦ ଡ୍ୟାମ୍‌ର ୧୦ଟି ଗେଟ୍‌ ବନ୍ଦ କରାଯାଇଛି। ଏନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ୧୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଥିବା ବେଳେ ବର୍ତ୍ତମାନ ୧୦ଟି ଗେଟ୍‌କୁ ବନ୍ଦ କରିଦିଆଯାଇଛି। ମୋଟ୍ ୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯିବ।

ମହାନଦୀର ଉପରମୁଣ୍ଡରେ ବର୍ଷାର ପରିମାଣ କମିଥିବାରୁ ୧୦ଟି ଗେଟ୍‌ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିଲା।

ବର୍ତ୍ତମାନ ହୀରକୁଦରେ ଜଳସ୍ତର ୬୧୯.୩୫ ରହିଛି।

Comment