ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ନୟାଗଡ଼ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିନୟ ସବୁଦ୍ଧି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ତାଙ୍କ ଘରେ ଚଢ଼ାଉ କରିଛନ୍ତି।

ନୟାଗଡ଼, ଭୁବନେଶ୍ୱର ବାସଭବନ ସମେତ ୮ଟି ସ୍ଥାନରେ ଗୁରୁବାର ଭିଜିଲାନ୍ସ ଏକକାଳୀନ ଚଢାଉ କରିଛି। ତାଙ୍କ ଘରୁ ଅନେକ ଜରୁରୀ କାଗଜପତ୍ର ମିଳିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଭିଜିଲାନ୍ସ ପକ୍ଷରୁ ଯାଞ୍ଚ ଜାରି ରହିଛି।

Comment