ଓଡ଼ିଶାଲାଇଭ୍‌ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ବୁଧବାରକୁ ଲଘୁଚାପର ରୂପ ନେବ। ଏହାରି ପ୍ରଭାବରେ ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ମାଲକାନଗିରି, କୋରାପୁଟ, ନୂଆପଡ଼ା, ବରଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷ ସମ୍ଭାବନା ରହିଛି। ଏଥିପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ଉତ୍ତର ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ବୁଧବାରଠୁ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

LEAVE A REPLY

Please enter your comment!
Please enter your name here