ଓଡ଼ିଶାଲାଇଭ୍‌ ବ୍ୟୁରୋ

କାଳୀପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ଜିଲ୍ଲା। ଏହାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାରେ ସରକାରୀ ଛୁଟି ଘୋଷଣା କରାଯାଇଛି। ଆଜି ଦିନରେ ସବୁ ସରକାରୀ ଅଫିସ୍ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଭଦ୍ରକରେ କାଳୀପୂଜା ପରମ୍ପରା ବେଶ୍ ପ୍ରସିଦ୍ଧ ଥିବା ବେଳେ ସାତଦିନ ଧରି ମାଆଙ୍କୁ ଭିନ୍ନ ଭିନ୍ନ ବେଶରେ ସଜ୍ଜିତ କରାଯାଇଥାଏ। ମା’ଙ୍କର ଏହି ଭିନ୍ନ ଭିନ୍ନ ବେଶ ଦର୍ଶନ ପାଇଁ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ଲାଗିଥାଏ।

Comment