ଓଡ଼ିଶାଲାଇଭ୍‌ ବ୍ୟୁରୋ

ନଭେମ୍ବର ୬ରେ ଓଡ଼ିଶା ଆସିବେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ। ନବନିର୍ମାଣ କୃଷକ ସଙ୍ଗଠନ ରାଷ୍ଟ୍ରୀୟ ସମ୍ମିଳନୀରେ ଯୋଗ ଦେବାକୁ ଆନ୍ନା ଓଡ଼ିଶା ଆସିବେ।

ଏନେଇ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ସୂଚନା ଦେଇଛନ୍ତି। ଭୁବନେଶ୍ୱର ବରମୁଣ୍ଡା ଗ୍ରାଉଣ୍ଡରେ ନବନିର୍ମାଣ କୃଷକ ସଙ୍ଗଠନ ରାଷ୍ଟ୍ରୀୟ ସମ୍ମିଳନୀ ଅନୁଷ୍ଠିତ ହେବ।

Comment