ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୁଣି ରାଜ୍ୟରେ ବର୍ଷା ସମ୍ଭାବନା। ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁଥିବା ପାଣିପାଗ ବିଭାଗ ଆକଳନ କରିଛି। ଉତ୍ତର ଆଣ୍ଡାମାନ ସାଗର  ଓ ଆଖାପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି।

୨ ବା ୩ ଦିନ ମଧ୍ୟରେ ଘନୀଭୂତ ହୋଇ ଡିପ୍ରେସନର ରୂପ ନେଇପାରେ। ଘନୀଭୂତ ପରେ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଏହାରି ପ୍ରଭାବରେ ୯ ତାରିଖରୁ ଓଡ଼ିଶା ଉପକୂରେ ବର୍ଷା ହେବ।

Comment