ଓଡ଼ିଶାଲାଇଭ୍‌ ବ୍ୟୁରୋ

ବହୁ ଚର୍ଚ୍ଚିତ ଅଯୋଧ୍ୟା ମାମଲାର ଶୁଣାଣି କରି ବିବାଦୀୟ ଜମିରେ ମନ୍ଦିର ନିର୍ମାଣ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

  • ଏହି ମନ୍ଦିର ନିର୍ମାଣ ପାଇଁ ୩ ମାସ ମଧ୍ୟରେ ଏ ଏକ ଟ୍ରଷ୍ଟ ବୋର୍ଡ ତିଆରି କରିବେ କେନ୍ଦ୍ର ସରକାର। ଜମିର ମାଲିକାନା ସତ୍ତ୍ୱ ଟ୍ରଷ୍ଟକୁ ଦେବାକୁ ନିର୍ଦ୍ଦେଶ। ୩ ମାସ ଭିତରେ ଯୋଜନା ପ୍ରସ୍ତୁତ କରିବାକୁ ନିଷ୍ପତ୍ତି।
  • ଅଯୋଧ୍ୟାର ଏକ ପ୍ରମୁଖ ସ୍ଥାନରେ ମୁସଲିମ ପକ୍ଷ ସୁନି ଓ୍ୱକ୍‌ଫ ବୋର୍ଡକୁ ବିକଳ୍ପ ୫ ଏକର ଜମି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ସେହି ଜାଗାରେ ମସଜିଦ ତିଆରି କରିପାରିବେ ମୁସଲିମ।
  • ବିବାଦୀୟ ଜମିକୁ ରାମଜନ୍ମଭୂମି ନ୍ୟାସକୁ ଦେବାକୁ ନିର୍ଦ୍ଦେଶ।

Comment