ଓଡ଼ିଶାଲାଇଭ୍‌ ବ୍ୟୁରୋ

କେନ୍ଦ୍ରମନ୍ତ୍ରୀ ମଣ୍ଡଳରୁ ଶିବସେନା ସାଂସଦ ଅରବିନ୍ଦ ସାଓ୍ୱତଙ୍କ ଇସ୍ତଫା ପରେ ତାଙ୍କ ସ୍ଥାନ ନେଲେ ପ୍ରକାଶ ଜାଭେଦକର।

ମଙ୍ଗଳବାର ଭାରିଶିଳ୍ପ ଓ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଭାବେ ଜାଭେଦକର ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଏହି ଦାୟିତ୍ୱ ପ୍ରଦାନ କରିଛନ୍ତି।

ସୋମବାର ମନ୍ତ୍ରୀମଣ୍ଡଳରୁ ଶିବସେନା ସାଂସଦ ଅରବିନ୍ଦ ସାଓ୍ୱନ୍ତ ଇସ୍ତଫା ଦେଇଥିଲେ। ସେ ଭାରିଶିଳ୍ପ ଓ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଥିଲେ।

Comment