ଓଡ଼ିଶାଲାଇଭ୍ ବ୍ୟୁରୋ

Lokaseva Bhawan

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ। ଆଜି ମଧ୍ୟାହ୍ଣ ୧୨ଟା ୧୫ମିନିଟ୍‌ରେ ଏହି ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ହେବାକୁ ଥିବା ଏହି ବୈଠକରେ ମନ୍ତ୍ରୀମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

କ୍ୟାବିନେଟ୍‌ ବୈଠକରେ ମୋଟ୍‌ ୨୦ଟି ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।

ବୈଠକରେ କେତେକ ଚିଠା ବିଲ୍‌କୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି ବୋଲି ସୂଚନା ମିଳିଛି।

Comment