ଓଡ଼ିଶାଲାଇଭ୍‌ ବ୍ୟୁରୋ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ପଶ୍ନପତ୍ର ଢାଞ୍ଚାରେ ବ୍ୟାପକ ପରିବର୍ତ୍ତନ କରାଯିବ। ୨୦୨୩ ସୁଦ୍ଧା ଦଶମ ଓ ଦ୍ୱାଦଶ ପ୍ରଶ୍ନପତ୍ର ଢାଞ୍ଚାରେ ପରିବର୍ତ୍ତନ କରାଯିବ।

ଏନେଇ ସିବିଏସ୍‌ଇ ସମ୍ପାଦକ ଅନୁରାଗ ତ୍ରିପାଠୀ ସୂଚନା ଦେଇଛନ୍ତି।

Comment