ଓଡ଼ିଶାଲାଇଭ୍‌ ବ୍ୟୁରୋ

ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟ ଅନ୍ତର୍ଗତ ଜେନାବିଲ ରେଞ୍ଜର ଦେବକୁଣ୍ଡ ନିକଟରେ ମୃତ ହାତୀ ଠାବ। ଅଭୟାରଣ୍ୟର ନିଷିଦ୍ଧାଞ୍ଚଳ ପରିସୀମା ଭିତରେ ଏହି ମୃତ ହାତୀକୁ ବନବିଭାଗର କର୍ମଚାରୀମାନେ ଉଦ୍ଧାର କରିଛନ୍ତି।

ତେବେ ଏହି ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ବନ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି। ଏପର୍ଯନ୍ତ ମୃତ୍ୟୁର କାରଣ ଜଣାପଡ଼ିନାହିଁ।

Comment