ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତିଙ୍କୁ ନିଯୁକ୍ତ କଲେ ରାଜ୍ୟପାଳ। ପ୍ରଫେସର ବ୍ୟୋମକେଶ ତ୍ରିପାଠୀଙ୍କୁ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ଦାୟିତ୍ୱ ଦିଆଯାଇଛି।

ପ୍ରଫେସର ବ୍ୟୋମକେଶ ତ୍ରିପାଠୀ ଆସନ୍ତା ତିନି ବର୍ଷ ପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ଭାବେ ଦାୟିତ୍ୱ ଗ୍ରହଣ କରିବେ।

ଏନେଇ ଶନିବାର ରାଜ୍ୟପାଳଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି।

Comment