ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ପବିତ୍ର ମକର ସଂକ୍ରାନ୍ତି। ଏଥିପାଇଁ ଘରେ ଘରେ ପ୍ରସ୍ତୁତ ହୋଇଛି ମକର ଚାଉଳ। ସଂକ୍ରାନ୍ତି ଅବସରରେ ଲୋକେ ସକାଳୁ ସକାଳୁ ମନ୍ଦିର ଯାଇ ଭଗବାନଙ୍କ ଦର୍ଶନ କରୁଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ରାଜ୍ୟବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ଵିଇଟରେ ଲେଖିଛନ୍ତି,‘‘ପବିତ୍ର ମକର ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଧିକ ଅଭିନନ୍ଦନ ଓ ଶୁଭେଚ୍ଛା। ଆନନ୍ଦ ଉଲ୍ଲାସର ପର୍ବ ମକର ସଂକ୍ରାନ୍ତିରେ ସମସ୍ତଙ୍କୁ ସୁଖମୟ ଜୀବନ କାମନା କରୁଛି।’’

ଆଜିଠାରୁ ସୂର୍ଯ୍ୟଙ୍କର ଉତରାୟଣ ଗତି ଆରମ୍ଭ ହେବା

ଓଡ଼ିଶା ତଥା ଦେଶ ଦୁନିଆର ଟିକିନିଖି ଖବର ପାଇବା ପାଇଁ ଅଗ୍ରଣୀ ନ୍ୟୁଜ୍ ପୋର୍ଟାଲ ‘ଓଡ଼ିଶାଲାଇଭ୍’ର ହ୍ଵାଟ୍ସଆପ୍ ଗ୍ରୁପରେ ଯୋଗ ଦିଅନ୍ତୁ। ଲିଙ୍କ୍ କ୍ଲିକ୍ କରନ୍ତୁ: https://chat.whatsapp.com/EtOfChgnkW29Y1l4hxTuDp

Comment