ଓଡ଼ିଶାଲାଇଭ୍‌ ବ୍ୟୁରୋ

ଜୟପୁର ବୈପାରୀଗୁଡ଼ାରେ ଏକ କାର୍‌ରେ ଗଞ୍ଜେଇ ଚାଲାଣ ହେଉଥିଲା ବେଳେ ୧୦୦ କିଲୋଗ୍ରାମର ଗଞ୍ଜେଇ ଜବତ କରିଛି ପୋଲିସ। ଏହି ଘଟଣାରେ ସଂପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି ବୈପାରୀଗୁଡା ପୋଲିସ।

ଗିରଫ ଯୁବକ ହେଲେ ବୈପାରୀଗୁଡା ଥାନା ଅନ୍ତର୍ଗତ ଝୋଡିଆଗୁଡା ଗ୍ରାମର ରାମ କନ୍ଦପାନ ଓ ଉପେନ୍ଦ୍ର  କନ୍ଦପାନl ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏନେଇ ବୈପାରୀଗୁଡା ଥାନା ଅଧିକାରୀ ମହେନ୍ଦ୍ର କୁମାର ସାହୁ ସୂଚନା ଦେଇଛନ୍ତି।

ଓଡ଼ିଶା ତଥା ଦେଶ ଦୁନିଆର ଟିକିନିଖି ଖବର ପାଇବା ପାଇଁ ଅଗ୍ରଣୀ ନ୍ୟୁଜ୍ ପୋର୍ଟାଲ ‘ଓଡ଼ିଶାଲାଇଭ୍’ର ହ୍ଵାଟ୍ସଆପ୍ ଗ୍ରୁପରେ ଯୋଗ ଦିଅନ୍ତୁ। ଲିଙ୍କ୍ କ୍ଲିକ୍ କରନ୍ତୁ: https://chat.whatsapp.com/EtOfChgnkW29Y1l4hxTuDp

Comment